ଗଜପତିରେ ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଓଡ଼ିଶା ବିଧାନସଭାରେ ଶୂନ୍ୟକାଳରେ ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହୀ ଗଜପତି ଜିଲ୍ଲାରେ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନେଇ ପ୍ରଶ୍ନ କରିଛନ୍ତି। ଗଜପତି ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ଚିକିତ୍ସାଳୟରେ ଆଇସିୟୁ ସୁବିଧା ଅତି ଶୀଘ୍ର ଉପଲବ୍ଧ କରାଇବା ଓ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତର ଆବଶ୍ୟକ ଥୂବା, ତେଣୁ ଅନ୍ୟ ଜିଲ୍ଲାରେ ଥ‌ିବା ବଳକା ଡାକ୍ତର ପଦବୀ ତୁରନ୍ତ ପୂରଣ କରିବା ଆଦି ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକାଶଣ କରି ବିଧାନସଭାରେ ସରକାରଙ୍କୁ ଅନୁରୋଧ ଜଣାଇଛନ୍ତି.

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ