ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା, (ଯୁଗାବ୍ଦ ନ୍ୟୁଜ):ନୂଆପଡ଼ା ଜିଲ୍ଲା ବୋଡ଼େନ ପଞ୍ଚାୟତସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା । ଆଜି ଶିବିରରେ ମୋଟ ୫୬ ଟି ଅଭିଯୋଗରୁ ୪୫ ବ୍ୟକ୍ତିଗତ ଓ ୧୧ ଟି ଗୋଷ୍ଠିଗତ ଅଭିଯୋଗ ଶୁଣାଣି ପ୍ରଶାସନ କରିଛନ୍ତି। ଏହି ସବୁ ଅଭିଯୋଗ ଉପରେ ଶୀଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳଙ୍କ ସହିତ , ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଇନ୍ଦ୍ରମଣି ବେହେରା,ବ୍ଲକ୍ ଉପାଧ୍ୟକ୍ଷା ସଂଗୀତା ମାଝୀ, ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ lବିଡ଼ିଓ ସୁଶାନ୍ତ କୁମାର ରଣା , ତହସିଲଦାର ସରିତା ଗୁପ୍ତା ଙ୍କ ସମେତ ସଭାରେ ଉପ ନିର୍ଦେଶକ ହସ୍ତଶିଳ୍ପ ପୁଷ୍ପରଂଜନ ସାହୁ,ଜିଲ୍ଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଂଗୀତା ପାତ୍ର, , ଜିଲ୍ଲା ଶିଳ୍ପ କେନ୍ଦ୍ର ମେନେଜର ସମିର ମୁଦୁଲି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅନ୍

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ