ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ଵର,(ୱାଇଏନ୍ଏସ୍): ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଏ ସଂପର୍କରେ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ତେବେ ସେ ହୋମ୍ ଆଇସୋଲେସନରେ ଥିବା ଜଣାଇଛନ୍ତି । ଅନ୍ୟପକ୍ଷରେ ବିଗତ କିଛି ଦିନ ହେବ ତାଙ୍କ ସଂଶ୍ପର୍ଷରେ ଆସିଥିବା  ଲୋକମାନେ ନମୁନା ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ