ଅଗଷ୍ଟ ମାସର ଅଭିଯୋଗ ଶୁଣାଣୀ

ଯାଜପୁର, (ଯୁଗାବ୍ଦ ନ୍ୟୁଜ୍): ଯାଜପୁର ଜିଲ୍ଳ୍ା ପ୍ରଶାସନ ପକ୍ଷରୁ ଅଗଷ୍ଟ ମାସର ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସ୍ଥିର ହୋଇଚ୍ଥି । ଅଗଷ୍ଟ ମାସ ୫ ତାରିଖରେ ଜିଲ୍ଳ୍ା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷ ଠାରେ ମିଳିତ ଅଭିଯୋଗ ଶୁଣାଣୀ, ୧୩ ତାରିଖରେ ବିଂଝାରପୁର ବ୍ଳ୍କ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଓ ମହାସମାଧାନ ଶିବିର, ୧୯ ତାରିଖରେ ଟାଉନ ହଲ, ଯାଜପୁର ରୋଡ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର, ୨୬ ତାରିଖରେ ରସୁଲପୁର ବ୍ଳ୍କ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଓ କୃଷି ସମାଧାନ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଳ୍ା ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ପ୍ରକାଶ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ