ଅଗଷ୍ଟ ୨୭ରେ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଆଗାମୀ ସେପ୍େଟମ୍ବର ୧ରୁ ବିଧାନସଭା ଅଧିବେଶନ ଥିବାରୁ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ୨୭ ଅଗଷ୍ଟରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ମୌସୁମୀ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ପାଇଁ ବୈଠକ; କୋଭିଡ କଟକଣାରେ ଅଧିବେଶନ ଚାଲିବା ନେଇ ଏହି ବୈଠକରେ ଆଲୋଚନା ହେବ ବୋଲି ଜଣା ପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ