ଅଗ୍ନିକାଣ୍ଡ ୨ ବଖରା ଭସ୍ମୀଭୂତ

ବନ୍ତ,(ଚାନ୍ଦିନୀ ମହାନ୍ତି): ବନ୍ତ ବ୍ଲକ ବସନ୍ତିଆ ପଞ୍ଚାୟତ ସିଲନ୍ଦି ବରମୁଣ୍ଡା ଗ୍ରାମରେ ଅଗ୍ନିକାଣ୍ଡ ଘଟି ୨ ବଖରା ଗୃହ ଭସ୍ମୀଭୂତ ହୋଇଯାଇଥିବା ଜଣାଯାଇଛି । ଏହା ସନିଆ ଜେନାଙ୍କ ୨ ବଖରା ଗୁହାଳ ଘର ବୋଲି ଜଣାଯାଇଛି । ଖବର ପାଇ ଛେନାପଦୀ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ôଚ ନିଆଁକୁ ଆୟତ୍ତ କରିଥିଲା । ବିଦ୍ୟୁତ୍ ସଟ୍ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ