ଗଞ୍ଜାମ ରାଜ୍ୟ ଅଗ୍ନିପଥ ଯୋଜନା ପ୍ରତ୍ୟାହାର ନେଇ କଂଗ୍ରେସର ସତ୍ୟାଗ୍ରହ : ଗଞ୍ଜାମ ଜିଲ୍ଲାପାଳଙ୍କ ସାମ୍ନାରେ ଧାରଣା 27/06/2022 YWPSENU8 0 Comments ଅଗ୍ନିପଥ ଯୋଜନା ପ୍ରତ୍ୟାହାର ଦାବି ରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ ଛତ୍ରପୁର, (ଦେବଦତ୍ତ ମହାରଣା) :-କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ନିଖିଳ ଉତ୍କଳ ଭାରତ କଂଗ୍ରେସର ଦ୍ବିତୀୟ ପର୍ଯ୍ୟାୟ ଡାକରାରେ ,ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଆଜି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ସତ୍ୟାଗ୍ରହ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ ଧାରଣାରେ ବସିଲେ କଂଗ୍ରେସ I Spread the love