ଅଗ୍ନିବିପନ୍ନଙ୍କୁ ସରକାରୀ ସହାୟତା ପ୍ରଦାନ

କେନ୍ଦ୍ରାପଡା ,(ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଧୁମାତ ପଂଚାୟତର ପ୍ରଭାକର ନାୟକଙ୍କ ପୁତ୍ର ରାମଚନ୍ଦ୍ର ନାୟକଙ୍କ ବାସଗୃହଟି ଆଜି ସକାଳେ ଆକସ୍ମିକ ଅଗ୍ନିକାଣ୍ଡରେ ପୋଡି ପାଉଁଶ ହୋଇଯିବା ସହ ସେହି ଅଗ୍ନିକାଣ୍ଡରେ ଆହତ ହୋଇଥିବା ତାଙ୍କ ପତ୍ନୀ ଓ ପୁତ୍ର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଅଛନ୍ତି । ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଅତିରିକ୍ତ ତହସିଲଦାର ନମିତା ବାରିକ ଡାକ୍ତରଖାନାରେ ପହଁଚି ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ସରକାରୀ ସହାୟତା ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୫ହଜାର ଟଙ୍କା ସେହିଠାରେ ପ୍ରଦାନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ