ଗଜପତି ,(ଯୁଗାବ୍ଦ ନ୍ୟୁଜ୍): ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପିଣ୍ଡିକି ନିକଟରେ ଅଟୋ ଓଲଟି ୬ ଜଣ ଗୁରୁତର ଆହାତ ହୋଇଛନ୍ତି । ଗୁରୁତର ମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ ରହିଥିବା ଜଣାପଡିଛି । ସମସ୍ତ ଆହାତ ମାନଙ୍କୁ ମୋହନା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତିକରାଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।