ଅଧ୍ୟାପକଙ୍କ ମାତୃବିୟୋଗ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ସହରର ବଡହାଟସ୍ଥିତ ବିଶିଷ୍ଟ ଲେଖକ ସ୍ୱର୍ଗତ ଅଦ୍ୱୈତ ପ୍ରସାଦ ମହାନ୍ତିଙ୍କ ଧର୍ମପତ୍ନୀ ତଥା କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟର ଅଧ୍ୟାପକ ଦୀଲ୍ଲିପ ମହାନ୍ତିଙ୍କ ମା ହରପ୍ରିୟା ମହାନ୍ତିଙ୍କର ୭୨ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଏକ ବେସରକାରୀ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ବିୟୋଗ ହୋଇଯାଇଛି । ମୃତ୍ୟୁ ଶଜ୍ୟା ନିକଟରେ ତାଙ୍କର ଦୁଇ ପୁତ୍ର, ପୁତ୍ରବଧୁ, ଝିଅ ଜ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଥିବା ବେଳେ ଜ୍ୟେଷ୍ଠ ପୁତ୍ର ଦୀଲ୍ଲିପ ମୁଖାଗ୍ନୀ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ