ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ବାର୍ଷିକ ଅଧିବେସନ ୮ରେ

କେନ୍ଦ୍ରାପଡା -କେନ୍ଦ୍ରାପଡା ସରକାରୀ କର୍ମଚାରୀ ସଙ୍ଘର ବାର୍ଷିକ ଅଧିବେସନ ଆସନ୍ତା ୮ତାରିଖରେ ମୀରପାଟଣାସ୍ଥିତ ସ୍ୱୟଂ ସେଲିବ୍ରେସନ ମଣ୍ଡପରେ ପୂର୍ବାହ୍ନ ୧୦ଟା ସମୟରେ ଅନୁଷ୍ଠିତ ହେବ । ତେଣୁ ସଂଗଠନର ସମସ୍ତ କର୍ମକର୍ତ୍ତା ଓ ସଦସ୍ୟମାନେ ଏହି ସମ୍ମିଳନୀରେ ଯୋଗଦେବାକୁ ସଙ୍ଘର ସଭାପତି ନିବେଦନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ