ଅଷ୍ଟପ୍ରହର ନାମଯଜ୍ଞ

ଚାରିଛକ (ଜୁଗାବ୍ଦ ନ୍ୟୁଜ୍‍): ନିମାପଡା ବ୍ଳକ ଅର୍ନ୍ତଗତ ତୁଳସୀପୁର ଗ୍ରାମରେ ଗତ ଶୁକ୍ରବାରଠାରୁ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଅଧିବାସ ଦିନ କଳସିଆମାନେ ନିକଟସ୍ଥ ତେଲେଙ୍ଗା ପୋଖରୀରୁ ଜଳକଳସ ଆଣି ମା’ ଦୁର୍ଗାଣୀଙ୍କ ମନ୍ଦିର ପ୍ରାଙ୍ଗଣରେ ପହଞ୍ôଚଲା ପରେ ଯଥା ରୀତିନୀତି ଅନୁଯାୟୀ ପୂଜାକାର୍ଯ୍ୟ ଆରମ୍ଭ କରାଯାଇଥିଲା । ବିଭିନ୍ନ ଅଞ୍ଚଳରୁ ଆସିଥିବା ସଂକୀର୍ତ୍ତନ ମଣ୍ଡଳୀ ଦ୍ୱାରା ନାମ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା । ଗ୍ରାମବାସୀଙ୍କ ସହଯୋଗରେ ଅଷ୍ଟପ୍ରହର ନାମଯଜ୍ଞ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ