ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଆଜି ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । ସୋନପୁରର ପୂର୍ବତନ ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି । ଗୃହ ବିଭାଗରେ ଅତିରିକ୍ତ ସଚିବ ଥିବା ପାର୍ଥ ସାରଥୀ ମିଶ୍ରଙ୍କର ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ମାଲକାନଗିରି ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡାଙ୍କୁ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ