ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :-ନୂତନ ଭାବେ ଦାୟିତ୍ୱ ନେଇଥିବା ଆଇନମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଅଲ ଲୟର୍ସ ଫୋରମ ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଛି । ଫୋରମର ଆବାହକ ଲିଙ୍ଗରାଜ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଇନଜୀବୀ ସରୋଜ କୁମାର ସାହୁ, ଗଦାଧର ଦାସ ଓ ବହୁ ଆଇନଜୀବୀ ଉପସ୍ଥିତ ଥିଲେ ।