ଆଉ ଏକ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ହୋଇଥିବାର ସୂଚନା ରହିଛି । ରାଜ୍ୟରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ହୋଇଛି । ଆଜି ରାଜ୍ୟରେ ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ ରେ ପହଞ୍ଚିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ