ଆଉ ଏକ ସଫଳତା ର ଅପେକ୍ଷାରୋ ଇସ୍ରୋ

(ଯୁଗାବ୍ଦ ନ୍ୟୁଜ) ଚନ୍ଦ୍ରଯାନ-୨ ଉତକ୍ଷେପଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସୋମବାର ଅପରାହ୍ଣ ୨ଟା ୪୩ ମିନିଟରେ ଚନ୍ଦ୍ରଯାନ-୨ ଉତକ୍ଷେପଣ ବୋଲି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପକ୍ଷରୁ କୁହାଯାଇଛି । ସୂଚନାଯୋଗ୍ୟ, ବୈଷୟିକ ତ୍ରୁଟି ଯୋଗୁଁ ଗତ ୧୫ ତାରିଖରେ ଉତକ୍ଷେପଣ ହେବାକୁ ଥିବା ଚନ୍ଦ୍ରଯାନ-୨କୁ ଶେଷ ବୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ଆସନ୍ତାକାଲି ଚନ୍ଦ୍ରଯାନ-୨ ଉତକ୍ଷେପଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ