ଆକସ୍ମିକ ଅଗ୍ନିକାଣ୍ଡରେ ୩ବଖରାପୋଡି
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ଗୁରୁବାର ବିଳମ୍ବିତ ରାତିରେ ବିଦ୍ୟୁତ ସଟସର୍କିଟରୁ ଆକସ୍ମିକ ଅଗ୍ନିକାଣ୍ଡ ଘଟି କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଧୂମାତ ଶାସନ ଗ୍ରାମର ବଳରାମ ମଳିକଙ୍କ ୨ବଖରା ଘର ଓ ଭୋବନୀ ମଳିକଙ୍କ ଏକ ବଖରା ଘର ସଂପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି । ଉଭୟ ଗରୀବ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି ।


