ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶ ମାର୍ଗରୁ ପରିଦର୍ଶନ କରିଛନ୍ତି । ସାମୁଦ୍ରିକ ବାତ୍ୟା ଆମ୍ପାନ ପ୍ରଭାବରେ ଉତ୍ତର ଓଡିଶାର ୪ ଜିଲ୍ଲା ବ୍ୟାପକ ଭାବରେ କ୍ଷତିଗ୍ରସ୍ତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳ ପରିଦର୍ଶନ କରିବା ସହିତ ଆକାଶ ମାର୍ଗରୁ ସର୍ବେକ୍ଷଣ କରିଛନ୍ତି । ଉଲ୍ଳେଖଯୋଗ୍ୟ ଯେ, ୪୮ ଘଣ୍ଟା ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ରିପୋର୍ଟ ଆଧାରରେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ