ଆଗରପଡାରେ ୪୯ ଆଣ୍ଟିଜେନ୍ ପରୀକ୍ଷା, ୫ ପଜେଟିଭ୍ ଚିହ୍ନଟ

ବନ୍ତ,(ଚାନ୍ଦିନୀ ମହାନ୍ତି) : ଶନିବାର ବନ୍ତ ବ୍ଲକ ଆଗରପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କରୋନା ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୪୯ ଜଣଙ୍କର ଆଣ୍ଟିଜେନ୍ ପରୀକ୍ଷା କରାଯାଇଥିବା ବେଳେ ସେଥିମଧ୍ୟରୁ ଗୋପିନାଥପୁର ପଞ୍ଚାୟତର ୫ ଜଣ ପଜେଟିଭ୍ ଚିହ୍ନଟ ହୋଇଛନ୍ତି । ତନ୍ମଧ୍ୟରୁ ଶ୍ରୀରାମପୁରରେ ୩ ଓ ବଡସନ୍ଦାଡୋରେ ୨ ଜଣ ଆକ୍ରାନ୍ତ ଥିବା ଜଣାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ