ଆଜିଠୁ ୟୁ-ଟ୍ୟୁବରେ ପଢ଼ିବେ ଏକାଦଶ ଓ ଦ୍ୱାଦଶ ଛାତ୍ରଛାତ୍ରୀ

ଭୁବନେଶ୍ୱର, (ୱାଇଏନ୍‌ଏସଦ୍‌): ଆଜିଠୁ ଅନଲାଇନ୍ ମୋଡରେ ପାଠପଢିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ । ୟୁ-ଟ୍ୟୁବରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପାଠ ପଢ଼ିବେ । ପୂର୍ବରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କୁ ୟୁ-ଟ୍ୟୁବ ଜରିଆରେ ପାଠ ପଢ଼ାଯାଇଥିଲା । ଏଥିରେ ସଫଳତା ପରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଏହି ବ୍ୟବସ୍ଥା କରିଛି ଗଣଶିକ୍ଷା ବିଭାଗ । ଏନେଇ ପୂର୍ବରୁ ସୂଚନା ଦେଇଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ