ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶି ଫଳରୁ…

ମେଷ – ଶୁଭ ଚନ୍ଦ୍ର ଗତିଶୀଳ ହେତୁ ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ, ସାଂସାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରେମ ସମ୍ବନ୍ଧିୟ ବ୍ୟାପାରରେ ସମ୍ପର୍କ ବଢିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି ଅତିବାହିତ କରିବେ ।

ବୃଷ – ଶୁଭଚନ୍ଦ୍ର ଚଳନ ହେତୁ ଦିନଟି ବ୍ୟବସାୟିକ ଦିଗରୁ ଶୂଭାଧିକ ପରିବେଷ ରହିବ । ସାଂସାରିକ ଓ ପ୍ରେମମୟ ଜୀବନରେ ଆନନ୍ଦଭରା ପରିବେଷ ମଧ୍ୟରେ କଟିବ । ମହିଳା ଓ ଛାତ୍ରଛାତ୍ରୀମାନେ ବହୁ ପରିମାଣରେ ଉତ୍ସାହିତ ରହିବେ ।

ମିଥୁନ – ଅଶୁଭ ଚନ୍ଦ୍ର ଚଳନ ହେତୁ ଦିବସଟି ବହୁ ବାଧା ବିଘ୍ନ ଦେଇ ଅତିବାହିତ ହେବେ । ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

କର୍କଟ – ଶୁଭଚନ୍ଦ୍ରଙ୍କ ପ୍ରଭାବରେ ବିଭିନ୍ନ କ୍ଷେତ୍ରରୁ ସୁଖବର ମିଳିବ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ, ଧାର୍ମିକ ସ୍ଥାନ ଭ୍ରମଣ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।

ସିହଂ – ଶୁଭଚନ୍ଦ୍ର ପ୍ରଭାବରେ କର୍ମ ସଂସ୍ଥାନରେ ଅଧିନସ୍ଥ କର୍ମଚାରିଙ୍କର ସହଯୋଗ ସମ୍ପୁନ୍ନ ମିଳିବ । ଶତୃମାନେ ପରାହତ ହେବେ । ପୁରୁଣା ରୋଗରୁ ମୁକ୍ତି ମିଳିବ । ମହିଳାମାନେ ଅତ୍ୟନ୍ତ ସୁଖୀ ହେବେ ।

କନ୍ୟା – ଶୁଭଚନ୍ଦ୍ର ପ୍ରଭାବରୁ ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ, କ୍ୟାରିଅରକୁ ନେଈ କୌଣସି ଶୁଭ ଖବର ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

ତୁଳା – ଶୁଭଚନ୍ଦ୍ରଙ୍କ ଚଳନ ହେତୁ ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

ବିଛା – ଅଶୁଭ ଚନ୍ଦ୍ର ଗତିଶୀଳ ହେତୁ ଠକାମିରେ ପଡିପାରନ୍ତି ଫଳରେ ଦେହ ମନ ଭଲ ରହିବ ନାହିଁ, ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ବ୍ୟତିବ୍ୟସ୍ଥ କରିବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇବେ ।

ଧନୁ – ଚନ୍ଦ୍ରଙ୍କର ପୂଣ୍ଣ ଶୁଭତ୍ୱ ପ୍ରଭାବରେ ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ବିଳାସ ବ୍ୟସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଦୂର ଯାତ୍ରା ନିଜ ପରିବାର ସହ କରିବାର ସୁଯୋଗ ରହିବ, ତତ୍ ସହିତ କୌଣସି ଅସହାୟ କୁ ସାହାର୍ଯ୍ୟ କରିବେ । ମହିଳାମାନେ ଅତ୍ୟନ୍ତ ସୁଖୀ ହେବେ ।

ମକର – ଶୁଭଚନ୍ଦ୍ରଙ୍କ ଚଳନ ହେତୁ ସମୟ ସାଥ ଦେବ, ଚାକିରିଆ ମନଙ୍କର ଅଧିକ ଶୁଭ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

କୁମ୍ଭ – ଶୁଭଚନ୍ଦ୍ର ପ୍ରଭାବରେ ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳାମାନେ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।

ମୀନ – ଅଶୁଭ ଚନ୍ଦ୍ର ପ୍ରଭାବରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଅଯଥା ଖର୍ଚ୍ଚ ବଢିବ, ତେଣୁ ଆୟ ଦେଖି ବ୍ୟୟ କରନ୍ତୁ, ଯାନବାହାନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ, ଅଯଥା କଳହ ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦେଖିକରି କାର୍ଯ୍ୟ କରନ୍ତୁ ।

ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ (ଏମ୍ କମ୍,ଏମ.ବି.ଏ)
ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ (ଏମ୍ କମ୍,ଏମ.ବି.ଏ)

GARGA JYOTISH

A RESEARCH UNIT OF ADVANCED APPLIED ASTROLOGY

Plot No.S-3/309, Niladrivihar, Near Sector-3 SatyaSai Mandir, Bhubaneswar-751021

Mob: 9438389039, 9861970730, Email: gargajyotish@gmail.com

  ASTROLOGER AT CHANDRASEKHARPUR ON JUST DIAL & SULEKHA.COM & YOUTUBE

 TV ASTROLOGER – DIFFERENT ODIYA TV CHANNELS

( Aways Love All…Serve All…Hurt Never…Help Ever…Jay Jagannath ) 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ