ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶି ଫଳରୁ
୧୦.୦୫.୧୯
ମେଷ – ଅଶୁଭ ଚନ୍ଦ୍ର ଗତିଶୀଳ ହେତୁ ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ, ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ ।
ବୃଷ- ୁ ସୁଖବର ଆଣିଦେବ, ଆର୍ଥିକ ସ୍ୱଚ୍ଛଳତାର ବାଟ ମିଳିବ, ଧର୍ମକ ।ର୍ଯ୍ୟ ଓ ସାମାଜ ସେବାରେ ମନବଳାଇବେ, ବୁଦ୍ଧି ବଳରେ ଶତୃମାନଙ୍କୁ ଦମନ କରିବେ, ରାଜନିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢି. ଛାତ୍ରଛାତ୍ରୀମାନେ ମନମୁତାବକ ସମସ୍ତ କାର୍ଯ୍ୟ ସମାପନ କରିବେ ।
ମିଥୁନ – ଶୁଭ ଚନ୍ଦ୍ରଙ୍କର ପରିକ୍ରମଣ ହେତୁ ବିଗତ ସମସ୍ୟା ସୁଧାରିବାର କ୍ଷମତା ବୃଦ୍ଧି ହେବ ଓ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ । ସାଂସାରିକ ଜୀବନ ସୁଖରେ କଟିବ କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ ।
କର୍କଟ – ଶୁଭ ଚନ୍ଦ୍ର ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅନୁକୂଳ ପରିସ୍ଥିତି ଅନୁଭବ କରିବେ, ସାଂସାରିକ ତଥା ପ୍ରେମିଜୁଗଳଙ୍କ ପାଇଁ ଅଦିକ ଶୁଭ ରହିବ, ବକେୟା ପ୍ରାପ୍ତି ଯୋଗ ରହିଛି, ରାଜନୈତିକ କ୍ଷେତ୍ରରେ ଜନ ସମର୍ଥନ ବଢିବା ସହିତ ନୁତନ ଆଶାର ସଂଚାର ହେବ ।
ସିହଂ – ଅଶୁଭଚନ୍ଦ୍ର ଚଳନ ହେତୁ କର୍ମ କ୍ଷେତ୍ରରେ ଶତ୍ରୁଙ୍କର ପ୍ରଭାବରେ କ୍ଷତି ସହିବାକୁ ପଡିପାରେ, ଯାନବାହାନ ଓ ବିଦ୍ୟୁତ ସମ୍ଭନ୍ଧିୟ ସତର୍କତା, ଜିବନସାଥିର କଟୁବାକ୍ୟ ଆଦି ବ୍ୟଥିତ କରିବ । ମହିଳା ଓ ଛାତ୍ରଛାତ୍ରୀମାନେ ସମସ୍ତ ଦିଗକୁ ଚିନ୍ତାକରି କାର୍ଯ୍ୟକରିବାକୁ ପଡିବ ।
କନ୍ୟା – ଶୁଭଚନ୍ଦ୍ରଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ବହୁଦିନରୁ ଅଟକ ରହିଥିବା କାର୍ଯ୍ୟ ସମ୍ପର୍ଣ୍ଣ ହେବ, ସମସ୍ତ କ୍ଷେତ୍ରରେ ଧନ ସମ୍ମାନ ମିଳିବ ଓ ସାଂସାରିକ କ୍ଷେତ୍ରରେ ସୁଖ ଓ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ଖୁସିରେ ଦିନଟିକୁ ଅତିବାହିତ କରିବେ ।
ତୁଳା – ଶୁଭ ଚନ୍ଦ୍ରଙ୍କ ପ୍ରଭାବ ହେତୁ ପରିବାର ସଦସ୍ୟଙ୍କର ସାହାର୍ଯ୍ୟ ସହଯୋଗ ରହିବ, ରାଜକିୟ ସମ୍ମାନ ମିଳିବ, ଶରିର ସୁସ୍ଥ ର୍ହିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ । ମନମୁତାବକ କାର୍ଯ୍ୟ ସମାପନ କରିବେ ।
ବିଛା – ଶୁଭଚନ୍ଦ୍ରଙ୍କର ହେତୁ ବିଗତ ସମସ୍ୟା ସୁଧାରିବାର କ୍ଷମତା ବୃଦ୍ଧି ହେବ ଓ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନର ସମ୍ପୂର୍ଣ ସୁଯøାଗ ସାଂସାରିକ ଜୀବନ ସୁଖରେ କଟିବ କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ ।
ଧନୁ – ଶୁଭ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅନୁକୂଳ ପରିସ୍ଥିତି ଅନୁଭବ କରିବେ, ସାଂସାରିକ ନୂତନ ଦ୍ରବ୍ୟାଦି କ୍ରୟ କରିପାରନ୍ତି, ପୁରୁଣା ବକେୟା ପ୍ରାପ୍ତି ଯୋଗ ରହିଛି, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।
ମକର – ଶୁଭଚନ୍ଦ୍ର ଚଳନ ହେତୁ ମାନସିକ ପ୍ରଫୁଲତା, ଶତୃଦମନ, ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ, କର୍ମ କ୍ଷେତ୍ରରେ ଉର୍ଣ୍ଣତି, ଆର୍ଥିକ ସ୍ୱଚ୍ଛଳତା ଆଦି ଶୁଭତ୍ୱ ରହିଛି ଫଳରେ ଉତ୍ସାହ ଭରା ପରିବେଷ ଦିନଭରି ରହିବ ।
କୁମ୍ଭ – ଶୁଭଚନ୍ଦ୍ରଙ୍କର ଚଳନ ହେତୁ ଦିନଟି ବ୍ୟବସାୟିକ ଦିଗରୁ ଉର୍ଣ୍ଣତି ହେବ । ମନର ଆଶା ପୁରଣ ହେବ, ନୁତନ ଦ୍ରବ୍ୟ ଶତ୍ କାର୍ଯ୍ୟରେ ଦାନ କରିବେ, ସାହିପଡିସାରେ ନିଜର ପତିଆରା ରହିବ, ଆର୍ଥିକ ଉର୍ଣ୍ଣତିର ସମ୍ଭାବନା ରହିବ ।
ମିନ – ଶୁଭଚନ୍ଦ୍ର ପ୍ରଭାବରେ ଆଜି କୌଣସି ସମ୍ପର୍କୀୟଙ୍କ ସହଯୋଗରେ ଆର୍ଥୀକ ଉର୍ଣ୍ଣତି ସହ କର୍ମ କ୍ଷେତ୍ରରେ ଫଳରେ ଆତ୍ମନିର୍ଭରଶିଳ ପରିବେଷ ମଧ୍ୟରେ କାଳାତିପାତ କରିବେ । ଧାର୍ମୀକ ଅନୁଷ୍ଠାନରେ ସମୟ ଅତିବାହିତ କରିବାର ସୁଯୋଗ ମିଳିବ । କୌଣସି ସାମାଜସେବା ଯୋଜନାରେ ସଫଳ ହେବେ ।
– ଗର୍ଗ ଜ୍ୟୋତିଷ –
ର୍ ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ(ଏମ୍ କମ୍,ଏମ.ବି.ଏ)
ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ୯୪୩୮୩୮୯୦୩୯, www.gargajyotish.com