ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶି ଫଳରୁ…

ମେଷ – ଶୁଭଚନ୍ଦ୍ରଙ୍କର ପରିକ୍ରମଣ ହେତୁ ବିଗତ ସମସ୍ୟା ସୁଧାରିବାର କ୍ଷମତା ବୃଦ୍ଧି ହେବ ଓ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ । ସାଂସାରିକ ଜୀବନ ସୁଖରେ କଟିବ କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ ।

ବୃଷ – ଦିନଟି ବ୍ୟବସାୟିକ ଦିଗରୁ ଉର୍ଣ୍ଣତି ହେବ । ମନର ଆଶା ପୁରଣ ହେବ, ନୁତନ ଦ୍ରବ୍ୟ ଶତ୍ କାର୍ଯ୍ୟରେ ଦାନ କରିବେ, ସାହିପଡିସାରେ ନିଜର ପତିଆରା ରହିବ, ଆର୍ଥିକ ଉର୍ଣ୍ଣତିର ସମ୍ଭାବନା ରହିବ ।

ମିଥୁନ- ଅଶୁଭ ଚନ୍ଦ୍ର ଚଳନ ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପ୍ରଭାବିତ କରିପାରନ୍ତି । ମନରେ ଦୈନ୍ୟ ଭାବ ଷୃଷ୍ଟି ହେବ, ଧନପ୍ରାପ୍ତିର ଆଶା ତଥା ଉଦ୍ୟମ ବିଫଳ ହେବ, କର୍ମକ୍ଷେତ୍ରରେ ଅଶାନ୍ତି, ଭାତୃବିବାଦ ଆଦି ରହିବ ।

କର୍କଟ – ଶୁଭ ଚନ୍ଦ୍ରଙ୍କର ପ୍ରଭାବରେ କର୍ମକ୍ଷେତ୍ରରେ ଅନୁକୂଳ ପରିସ୍ଥିତି ଅନୁଭବ କରିବେ, ମାତ୍ର ବ୍ୟୟାଧିକ ପରିବେଷ ରହିବ, ଗୃହପାଇଁ ନୁତନ ଦ୍ରବ୍ୟ କ୍ରୟ କରିପାରନ୍ତି, ରାଜନୈତିକ କ୍ଷେତ୍ରରେ ଜନ ସମ୍ପର୍କ ବଢିବ ।

ସିହଂ – ଶୁଭଚନ୍ଦ୍ରଙ୍କ ପ୍ରଭାବ ହେତୁ ସମସ୍ତ ଦିଗରୁ ସୁଖବର ମିଳିବ, ଆର୍ଥିକ କ୍ଷେତ୍ରରେ ଉର୍ଣ୍ଣତି ଘଟିବ, ସାଂସାରିକ ଜୀବନ ସୁଖରେ କଟିବ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

କନ୍ୟା – ଶୁଭଚନ୍ଦ୍ରଙ୍କର ଚଳନ ହେତଚନ୍ଦ୍ରଙ୍କ ଶୁଭ ପ୍ରଭାବ ହେତୁ ସମସ୍ତ ଦିଗରୁ ଲୋକପ୍ରିୟତା ମିଳିବ, କର୍ମକ୍ଷେତ୍ରରେ ସମସ୍ତ କ୍ଷେତ୍ରରୁ ସହଯୋଗ ମନକୁ ଆନନ୍ଦ ଦେବ, ଆର୍ଥିକ ଦିଗଟି ସାମାନ୍ୟ ସ୍ୱଚ୍ଛଳ ହେବ ।

ତୁଳା – ଅଶୁଭ ଚନ୍ଦ୍ର ଚଳନ ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପ୍ରଭାବିତ କରିପାରନ୍ତି । ମନରେ ଦୈନ୍ୟ ଭାବ ଷୃଷ୍ଟି ହେବ, ଧନପ୍ରାପ୍ତିର ଆଶା ତଥା ଉଦ୍ୟମ ବିଫଳ ହେବ, କର୍ମକ୍ଷେତ୍ରରେ ଅଶାନ୍ତି, ଭାତୃବିବାଦ ଆଦି ରହିବ ।

ବିଛା- ଶୁଭ ଚନ୍ଦ୍ରଙ୍କର ଶୁଭଦୃଷ୍ଟି ରହିବ ଫଳରେ ନିଜର ଲୋକମାନଙ୍କ ଗହଣରେ ଆନନ୍ଦରେ କଟିବ । ଧାର୍ମୀକ ପରିବେଷ ମନକୁ ଶାନ୍ତି ପ୍ରଦାନ କରିବ । ସରକାରି ଚାକିରିଆ ମାନେ କୌଣସି ଆର୍ଥୀକ ଲାଭ ପ୍ରାପ୍ତି ହେବେ ।

ଧନୁ – ପରିବାର ସଦସ୍ୟଙ୍କର ସାହାର୍ଯ୍ୟ ସହଯୋଗ ରହିବ, ଶରିର ସୁସ୍ଥ ର୍‌ହିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ ।

ମକର- ଶୁଭ ଚନ୍ଦ୍ରଙ୍କ ପ୍ରଭାବ ହେତୁ ପରିବାର ସଦସ୍ୟଙ୍କର ସାହାର୍ଯ୍ୟ ସହଯୋଗ ରହିବ, ଶରିର ସୁସ୍ଥ ର୍‌ିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ ।

କୁମ୍ଭ- ଶୁଭଚନ୍ଦ୍ରଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ବହୁଦିନରୁ ଅଟକ ରହିଥିବା କାର୍ଯ୍ୟ ସମ୍ପର୍ଣ୍ଣ ହେବ, ସମସ୍ତ କ୍ଷେତ୍ରରେ ଧନ ସମ୍ମାନ ମିଳିବ ଓ ସାଂସାରିକ କ୍ଷେତ୍ରରେ ସୁଖ ଓ ସନ୍ତୋଷ ପ୍ରାପ୍ତି ହେବ ।

ମିନ- ଶୁଭଚନ୍ଦ୍ର ପ୍ରଭାବରେ ଆଜି କୌଣସି ସାମାଜିକ ଅନୁଷ୍ଠାନରେ ସମୟ ଅତିବାହିତ କରିବା ସଙ୍ଗେ ସଙ୍ଗେ ଦୂର ସମ୍ପର୍କୀୟଙ୍କ ସହଯୋଗ ପାଇ ଅତ୍ୟନ୍ତ ଆନନ୍ଦ ପରିବେଷ ମଧ୍ୟରେ କାଳାତିପାତ କରିବେ । ନୁତନ ଯୋଜନାରେ ସଫଳତା ମିଳିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ