ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ …

ମେଷ – ଅଶୁଭ ଚନ୍ଦ୍ର ଚଳନ ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପ୍ରଭାବିତ କରିପାରନ୍ତି । ମନରେ ଦୈନ୍ୟ ଭାବ ଷୃଷ୍ଟି ହେବ, ଧନପ୍ରାପ୍ତିର ଆଶା ତଥା ଉଦ୍ୟମ ବିଫଳ ହେବ, କର୍ମକ୍ଷେତ୍ରରେ ଅଶାନ୍ତି, ଭାତୃବିବାଦ ଆଦି ରହିବ । ମହିଳାମାନେ ଅଶାନ୍ତି ମଧ୍ୟରେ ରହିବେ ।

ବୃଷ – ଦିନଟି ବ୍ୟବସାୟିକ ଦିଗରୁ ଉର୍ଣ୍ଣତି ହେବ । ମନର ଆଶା ପୁରଣ ହେବ, ନୁତନ ଦ୍ରବ୍ୟ ଶତ୍ କାର୍ଯ୍ୟରେ ଦାନ କରିବେ, ସାହିପଡିସାରେ ନିଜର ପତିଆରା ରହିବ, ଆର୍ଥିକ ଉର୍ଣ୍ଣତିର ସମ୍ଭାବନା ରହିବ । ମହିଳା ଓ ଛାତ୍ରଛାତ୍ରୀମାନେ ସୁଖରେ ଦିନଟି ଅତିବାହିତ କରିବେ ।

ମିଥୁନ- ଶୁଭଚନ୍ଦ୍ରଙ୍କର ପରିକ୍ରମଣ ହେତୁ ବିଗତ ସମସ୍ୟା ସୁଧାରିବାର କ୍ଷମତା ବୃଦ୍ଧି ହେବ ଓ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ । ସାଂସାରିକ ଜୀବନ ସୁଖରେ କଟିବ କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ସ୍ୱାଛନ୍ଦରେ ସମସ୍ତ କାର୍ଯ୍ୟ ସମାପନ କରିବେ ।

କର୍କଟ – ଅଶୁଭ ଚନ୍ଦ୍ରଙ୍କର ପ୍ରଭାବରେ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଅନୁଭବ କରିବେ, ବ୍ୟୟାଧିକ ପରିବେଷ ମନୋବଳକୁ ଦୁର୍ବଳ କରିଦେବ, ଗୃହପାଇଁ ନୁତନ ଦ୍ରବ୍ୟ କ୍ରୟ କରିପାରନ୍ତି, ରାଜନୈତିକ କ୍ଷେତ୍ରରେ ଜନ ସମ୍ପର୍କ ବଢିବ ।

ସିହଂ – ଶୁଭଚନ୍ଦ୍ରଙ୍କ ପ୍ରଭାବ ହେତୁ ସମସ୍ତ ଦିଗରୁ ସୁଖବର ମିଳିବ, ଆର୍ଥିକ କ୍ଷେତ୍ରରେ ଉର୍ଣ୍ଣତି ଘଟିବ, ସାଂସାରିକ ଜୀବନ ସୁଖରେ କଟିବ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ, ମହିଳା ଓ ଛାତ୍ରଛାତ୍ରୀମାନେ ସୁଖରେ ଦିନଟି ଅତିବାହିତ କରିବେ ।

କନ୍ୟା -ଶୁଭଚନ୍ଦ୍ରଙ୍କର ଚଳନ ହେତଚନ୍ଦ୍ରଙ୍କ ଶୁଭ ପ୍ରଭାବ ହେତୁ ସମସ୍ତ ଦିଗରୁ ଲୋକପ୍ରିୟତା ମିଳିବ, କୌଣସି ନୁତନ ଜାନ ବାହାନ କିଣିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ, କର୍ମକ୍ଷେତ୍ରରେ ସମସ୍ତ କ୍ଷେତ୍ରରୁ ସହଯୋଗ ମନକୁ ଆନନ୍ଦ ଦେବ, ଆର୍ଥିକ ଦିଗଟି ସାମାନ୍ୟ ସ୍ୱଚ୍ଛଳ ହେବ । ମହିଳାମାନେ ଖୁବ ଖୁସିରେ ଦିନଚର୍ଯ୍ୟା କରିବେ ।

ତୁଳା – ଅଶୁଭ ଚନ୍ଦ୍ର ଚଳନ ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପ୍ରଭାବିତ କରିପାରନ୍ତି । ମନରେ ଦୈନ୍ୟ ଭାବ ଷୃଷ୍ଟି ହେବ, ଧନପ୍ରାପ୍ତିର ଆଶା ତଥା ଉଦ୍ୟମ ବିଫଳ ହେବ, କର୍ମକ୍ଷେତ୍ରରେ ଅଶାନ୍ତି, ଭାତୃବିବାଦ ଆଦି ରହିବ ।

ବିଛା- ଶୁଭ ଚନ୍ଦ୍ରଙ୍କର ଶୁଭଦୃଷ୍ଟି ରହିବ ଫଳରେ ନିଜର ଲୋକମାନଙ୍କ ଗହଣରେ ଆନନ୍ଦରେ କଟିବ । ଧାର୍ମୀକ ପରିବେଷ ମନକୁ ଶାନ୍ତି ପ୍ରଦାନ କରିବ । ପ୍ରସାଶନିକ ସେବା ପରିକ୍ଷାରେ ଶୂଭ ଫଳ ମିଳିବ, ସରକାରି ଚାକିରିଆ ମାନେ କୌଣସି ଆର୍ଥୀକ ଲାଭ ପ୍ରାପ୍ତି ହେବେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

ଧନୁ – ଶୁଭ ଚନ୍ଦ୍ରଙ୍କ ପ୍ରଭାବ ହେତୁ ପରିବାର ସଦସ୍ୟଙ୍କର ସାହାର୍ଯ୍ୟ ସହଯୋଗ ରହିବ, ଶରିର ସୁସ୍ଥ ର୍ିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।

ମକର- ଶୁଭ ଚନ୍ଦ୍ରଙ୍କ ପ୍ରଭାବ ହେତୁ ପରିବାର ସଦସ୍ୟଙ୍କର ସାହାର୍ଯ୍ୟ ସହଯୋଗ ରହିବ, ଶରିର ସୁସ୍ଥ ର୍ିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ

କୁମ୍ଭ- ଶୁଭଚନ୍ଦ୍ରଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ବହୁଦିନରୁ ଅଟକ ରହିଥିବା କାର୍ଯ୍ୟ ସମ୍ପର୍ଣ୍ଣ ହେବ, ସମସ୍ତ କ୍ଷେତ୍ରରେ ଧନ ସମ୍ମାନ ମିଳିବ ଓ ସାଂସାରିକ କ୍ଷେତ୍ରରେ ସୁଖ ଓ ସନ୍ତୋଷ ପ୍ରାପ୍ତି ହେବ ।

ମିନ- ଶୁଭଚନ୍ଦ୍ର ପ୍ରଭାବରେ ଆଜି କୌଣସି ସାମାଜିକ ଅନୁଷ୍ଠାନରେ ସମୟ ଅତିବାହିତ କରିବା ସଙ୍ଗେ ସଙ୍ଗେ ଦୂର ସମ୍ପର୍କୀୟଙ୍କ ସହଯୋଗ ପାଇ ଅତ୍ୟନ୍ତ ଆନନ୍ଦ ପରିବେଷ ମଧ୍ୟରେ କାଳାତିପାତ କରିବେ । ନୁତନ ଯୋଜନାରେ ସଫଳତା ମିଳିବ, ମହିଳାମାନେ ଅତ୍ୟନ୍ତ ଉତ୍ସାହିତ ରହିବେ ।

– ଗର୍ଗ ଜ୍ୟୋତିଷ –
ର୍ ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ(ଏମ୍ କମ୍,ଏମ.ବି.ଏ)
ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ୯୪୩୮୩୮୯୦୩୯

gargajyotish@gmail.com

û cjòkû I QûZâQûZâúcûù^ ajê _eòcûYùe C›ûjòZ ejòùa û
cú^ – gêb P¦âu MZògúk ùjZê KcðùlZâùe @^êKìk _eòiÚòZò @^êba Keòùa, iûõiûeòK \âaýû\ò Kâd Keò_ûe«ò, eûRù^÷ZòK ùlZâùe ùfûK iµKð aXòa û cjòkû I QûZâQûZâúcûù^ icÉ \òMeê iêLae _ûAùa û
MMð ùRýûZòh
ùRýûZòðaò\þ _ŠòZ gâú_Zò @ûPû~ðý (Gc.Kc, Gc.aò.G)
9438389039

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ