ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ…
ମେଷ – ଶୁଭଚନ୍ଦ୍ର ଚଳନ ଫଳରେ ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
ବୃଷ – ଅଶୁଭଚନ୍ଦ୍ର ପ୍ରଭାବରେ ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ମିଥୁନ – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
କର୍କଟ – ଶୁଭଚନ୍ଦ୍ର ଚଳନ ଫଳରେ ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ସିହଂ – ଅଶୁଭଚନ୍ଦ୍ର ଗତିଶୀଳ ହେତୁ ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ, ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
କନ୍ୟା – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
ତୁଳା – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ନୁତନ ଯାନ କ୍ରୟ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ବିଛା – ଏହି ରାଶିର ଲୋକମାନଙ୍କ ପାଇଁ ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
ଧନୁ – ଶୁଭ ଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପରାହତ ହେବେ ଓ ବ୍ୟବସାୟରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ ।
ମକର – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
କୁମ୍ଭ – ଅଶୁଭଚନ୍ଦ୍ର ପ୍ରଭାବରେ ପରିସ୍ଥିତି ଆପଣଙ୍କ ବିପକ୍ଷରେ ଯିବ, କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ ।
ମୀନ – ଶୁଭଚନ୍ଦ୍ର ଚଳନ ଫଳରେ ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
– ଗର୍ଗ ଜ୍ୟୋତିଷ –
ର୍ ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ(ଏମ୍ କମ୍,ଏମ.ବି.ଏ)
ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ୯୪୩୮୩୮୯୦୩୯,ଙ୍ଗଙ୍ଗଙ୍ଗ.ଶବକ୍ସଶବହଚ୍ଚକ୍ଟଗ୍ଧସଗ୍ଦଷ.ମକ୍ଟଜ୍ଞ


