ଆଜି ଗୁରୁବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…
ମେଷ :-ଆଜି ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ଯା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ। କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ କଳି ଲାଗିପାରେ।ପ୍ରତିକାର-: ମଙ୍ଗଳ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ୨୭ ଥର ଜପ କରନ୍ତୁ
ବୃଷ :-ଆଜି ଆପଣ ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ଗୁଡିକ ସହଜରେ ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ, କ୍ଷେତ୍ରରେ ସଫଳତା ପାଇବେ । ମାଲିମକଦ୍ଦମାର ନ୍ଯାୟ ଆପଣଙ୍କ ସପକ୍ଷରେ ମିଳିବ ।ପ୍ରତିକାର-: ଶୁକ୍ର ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ ।
ମିଥୁନ :-ଆଜି ଅନ୍ୟର ସାହାଯ୍ୟ ଆଜି ଆପଣଙ୍କୁ କର୍ମମୁଖର କରାଇବା ସହ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ । ବକେୟା ଅର୍ଥ ଲାଭ କରିବେ । ଶିଳ୍ପ, ଶିକ୍ଷା ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ ।ପ୍ରତିକାର-: ବୁଧ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ।
କର୍କଟ :-ଆଜି ମନ ଚାହୁଁଥିବା ପ୍ରକାରେ କାମ କରିବା କଷ୍ଟକର ହୋଇପାରେ। ବକେୟା ଟଙ୍କା ପାଇବା ସକାଶେ ଯୁକ୍ତିତର୍କ ହୋଇପାରେ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲାଭବାନ ହେବେ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ପ୍ରତିକାର-: ଚନ୍ଦ୍ର ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ସିଂହ :-ଆଜି ନିଜର କାର୍ଯ୍ୟଦକ୍ଷତା ଓ ଦୃଢ ମନୋବଳ ପ୍ରତ୍ୟେକ କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ଗବେଷଣା,ଅଧ୍ୟୟନ ଓ ଅଧ୍ୟାପନା, ପ୍ରତିଯୋଗୀତା କ୍ଷେତ୍ରରେ ଉନ୍ନତି କରିବେ। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ କୈାଣସି ପ୍ରତିବନ୍ଧକ ରହିବ ନାହିଁ । ପ୍ରତିକାର-: ରବି ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
କନ୍ୟା :-ଆଜି ବନ୍ଧୁମାନଙ୍କ ସାହାଯ୍ୟ,ସହଯୋଗ ମାଧ୍ୟମରେ କାର୍ଯ୍ୟହାସଲ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବିରୋଧୀ ମାନେ ପରାଜୟ ହେବେ ।ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ମହିଳାମାନେ ପ୍ରଶଂସନୀୟ ହେବେ ।ପ୍ରତିକାର-: କେତୁ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ତୁଳା :-ଆଜି ନିଜ ଲୋକମାନେ ଶତ୍ରୁତା କଲେ ମଧ୍ୟ କୈାଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ହେବ। ଶିଳ୍ପ, ବ୍ୟବସାୟରେ ଲାଭବାନ୍ ହେବେ। ଅସମ୍ପୂର୍ଣ୍ଣ କାମକୁ ଆଜି ବୁଦ୍ଧି ବଳରେ ସମ୍ପୁର୍ଣ୍ଣ କରିବେ । ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ଜନିତ ଅଶାନ୍ତ ପରିବେଶ ସକାଶେ ଚିନ୍ତା ବଢିପାରେ।
ମେଷ :-ଆଜି ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ଯା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ। କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ କଳି ଲାଗିପାରେ। ପ୍ରତିକାର-: ମଙ୍ଗଳ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ୨୭ ଥର ଜପ କରନ୍ତୁ
ବୃଷ :-ଆଜି ଆପଣ ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ଗୁଡିକ ସହଜରେ ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ, କ୍ଷେତ୍ରରେ ସଫଳତା ପାଇବେ । ମାଲିମକଦ୍ଦମାର ନ୍ଯାୟ ଆପଣଙ୍କ ସପକ୍ଷରେ ମିଳିବ । ପ୍ରତିକାର-: ଶୁକ୍ର ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ ।