ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ଦିନ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ଦିନ । ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, କେନ୍ଦ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ୭୧ ବର୍ଷ ବୟସ ହୋଇଛି। “ରାଷ୍ଟ୍ରପତି କୋବିନ୍ଦ ଟ୍ୱିଟ କରି କହିଛନ୍ତି ଯେ ଜନ୍ମଦିନର ଶୁଭେଚ୍ଛା ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା। ମୁଁ ଆପଣଙ୍କୁ ସ୍ବାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରୁଛି ।ଗୃହମନ୍ତ୍ରୀ ଅମିତ ଶାହା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କରି ତାଙ୍କୁ ଜ୍ମନଦିନର ଶୁଭେଚ୍ଛା ଜଣାଇଛନ୍ତି।