ଆଜି ୨୮ ଆକ୍ରାନ୍ତ ଚିହ୍ନଟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : -ଗଜପତି ଜିଲ୍ଲାରେ ଆଜି ମଙ୍ଗଳବାର ଦିନ ଜିଲ୍ଲାରେ ମୋଟ ୮୩୫ ଜଣଙ୍କ କୋରନା ଟେଷ୍ଟ କରାଯାଇଥିବା ବେଳେ ଏଥି ମଧ୍ୟରୁ ୨୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୮ଜଣ ପୋଜିଟିଭ୍ ଚିହ୍ନଟ ମଧ୍ୟରେ ମୋହନା ବ୍ଲକରୁ ସର୍ବାଧିକ ୧୮ଜଣ, ପାରଳାଖେମୁଣ୍ଡି ସହରାଞ୍ଚଳରୁ ୬ଜଣ, ଆର୍‌.ଉଦୟଗିରି ବ୍ଲକରୁ ୨ଜଣ ଏବଂ ରାୟଗଡ ବ୍ଲକରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପ୍ରେସ୍ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ