ଆତ୍ମ ସୁରକ୍ଷା କୌଷଳ ତାଲିମ ଶିବିର ଉଦଯାପିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ଗତ ୧୮ ତାରିଖରୁ ଚାଲିଥିବା ଆତ୍ମ ସୁରକ୍ଷା କୌଷଳ ତାଲିମ ଶିବିର ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଏହି ଶିବିରରେ ମହାବିଦ୍ୟାଳୟର ଯୁକ୍ତ ଦୁଇ ର ପ୍ରାୟ ୧୫୦ ଜଣ ଛାତ୍ରୀ ଭାଗ ନେଇଥିଲେ । ଉଦଯାପନୀ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ କିଶୋର କୁମାର ବେହେରା, ଯୁକ୍ତ ଦୁଇ ସଂଯୋଜିକା ମିଲନ ଶାହା, ମାଷ୍ଟର ଟ୍ରେନର ପ୍ରମୁଖ ଉପସ୍ଥିତ ରହି ଅଂଶ ଗ୍ରହଣ କରିଥିବା ଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ