ବନ୍ତ,(ଚାନ୍ଦିନୀ ମହାନ୍ତି):କରୋନା ଲକ୍ ଡାଉନ୍ ପରିପେକ୍ଷୀରେ ବନ୍ତ ବ୍ଲକ ଗୋପିନାଥପୁର ପଞ୍ଚାୟତ ଅମରସିଂପୁର ଆଦିବାସୀ ସାହିରେ ଅସହାୟ ଲୋକ ମାନଙ୍କୁ ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି । ସେହିପରି ଗୋପିନାଥ ଜୀଉ ହାଇସ୍କୁଲ ପରିସରରେ ଥିବା କିଛି ଆଦିବାସୀ ଲୋକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଥିଲା ।