ଆନନ୍ଦପୁର ମହୋତ୍ସବରେ ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତଙ୍କୁ ସମ୍ବର୍ଦ୍ଧନା

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡିହି ପଞ୍ଚାୟତ ସମିତି ଉପାଧ୍ୟକ୍ଷ ରତିକାନ୍ତ ରାଉତଙ୍କୁ ଆନନ୍ଦପୁର ମହୋତ୍ସବରେ ସମ୍ବର୍ଦ୍ଧିତ କରାଯାଇଛି । ଆନନ୍ଦପୁର ମହୋତ୍ସବର ତୃତୀୟ ସନ୍ଧ୍ୟାରେ ମୁଖ୍ୟ ଅତିôତ ଭାବେ ଯୋଗଦେଇଥିବା ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ରତିକାନ୍ତ ରାଉତଙ୍କୁ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଆନନ୍ଦପୁର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ, ହାଟଡିହି ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଆନନ୍ଦପୁର ପୌରାଧ୍ୟକ୍ଷ ରଜନୀରାଣୀ ଖଟୁଆ, ଆନନ୍ଦପୁର ବ୍ଲକ ଅଧ୍ୟକ୍ଷା ରଞ୍ଜନା ବାରିକ, ପୌର ଉପାଧ୍ୟକ୍ଷ ଦୁର୍ଗାଚରଣ ଦଳେଇ, ଆନନ୍ଦପୁର ବ୍ଲକ ଉପାଧ୍ୟକ୍ଷ ସଦାଶିବ ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ