ଆସନ୍ତାକାଲି ଛଡାଯିବ ପ୍ରଥମ ବନ୍ୟା ଜଳ

(ଯୁଗାବ୍ଦ ନ୍ୟୁଜ)- ବଢ଼ିବାରେ ଲାଗିଛି ହୀରାକୁଦର ଜଳସ୍ତର । ହୀରାକୁଦର ଜଳଧାରଣା କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳସ୍ତର ୬୧୬.୪୫ ଫୁଟ ରହିଛି । ହୀରାକୁଦ ଜଳଭଣ୍ଡାରକୁ ୮୦୪୯୧ କ୍ୟୁସେକ୍ ପାଣି ପ୍ରବେଶ କରୁଥିଲାବେଳେ ୧୮୫୧୯ କ୍ୟୁସେକ୍ ପାଣି ନିଷ୍କାସିତ ହେଉଛି । ହୀରାକୁଦର ଜଳସ୍ତର ଏବେ ୬୧୫ ଫୁଟ୍ ଅତିକ୍ରମ କରି ସାରିଥିବାରୁ ପୂର୍ବ ଘୋଷଣା ଅନୁଯାୟୀ ଆସନ୍ତାକାଲି ଗେଟ୍ ଖୋଲାଯିବ ବୋଲି ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ