ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ

ନୂଆଦିଲ୍ଲୀ: ପଞ୍ଜାବ କଂଗ୍ରେସ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଆଜି ଅପରାହ୍ନରେ କଂଗ୍ରେସ ବିଧାନସଭା ପାର୍ଟି ବୈଠକ ପୂର୍ବରୁ ସେ ତାଙ୍କର ଘନିଷ୍ଠ ବିଧାୟକଙ୍କ ସହ ମଧ୍ୟ ଏକ ବୈଠକ କରିଥିଲେ ଏବଂ ଏହା ପରେ ରାଜ ଭବନକୁ ଯାଇ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ଦାଖଲ କରିଥିଲେ। ନିଜ ବ୍ୟତୀତ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ ସମଗ୍ର ମନ୍ତ୍ରୀ ପରିଷଦର ଇସ୍ତଫା ରାଜ୍ୟପାଳଙ୍କ ନିକଟରେ ଦାଖଲ କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ