ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ

ଭୂବନେଶ୍ୱର- ପ୍ରଫେସର ବ୍ୟୋମକେଶ ତ୍ରିପାଠୀଙ୍କୁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତିଭାବେ ନିଯୁକ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ପ୍ରଫେସର ତ୍ରିପାଠୀ ଆସନ୍ତା ତିନି ବର୍ଷ ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିବେ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ