ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-୭୩ତମ ସାଧାରଣତନ୍ତ୍ର ଦିବସ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ଉପଜିଲ୍ଲାପାଳ ନୀଳମାଧବ ଭୋଇ ଜାତୀୟ ପତାକା ଉତ୍ତୋଳ କରିଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଆସିଷ୍ଟାଣ୍ଡ କଲେକ୍ଟର ବିକ୍ରମ କୁମାର ଦୋରା ଓ ଅଶୋକ କୁମାର ପ୍ରଧାନ, ସେକ୍ସନ ଅଫିସ ପ୍ରଶାନ୍ତ ଶତପଥୀ, ଏସଡିପିଓ ଅନ୍ତର୍ଯ୍ୟାମୀ କହଁର, ମଦନ ବେହେରାଙ୍କ ସମେତ ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ