ଏନଏସି ଅଫିସରେ ୭୨ତମସାଧାରଣତନ୍ତ୍ର ଦିବସ ପାଳିତ କୋଭିଡ ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର,(ଦେବଦତ୍ତ ମହାରଣା): ଛତ୍ରପୁର ଏନଏସି କାର୍ଯ୍ୟାଳୟ ଠାରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟାଳୟ ପରିସରରେ ଛତ୍ରପୁର ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଏନ୍ ଗଣେଷ ବାବୁ ପତାକା ଉତୋଳନ କରିବା ସହ ଆଜି ଦିବସ ଉପରେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ କୋଭିଡ୍ ଯୋଦ୍ଧା ଭାବେ ଏସ୍ ଡାଲେୟା,ରିତା ରଥ,ଭାଗିରଥୀ ସ୍ୱାଇଁ,ଗୋପୀନାଥ ନାୟକ, ବାପୁଜି ନାୟକ ,ବନଲତା ମିଶ୍ର, ସୁନୀଲ ରଥ ପ୍ରମୁଖଙ୍କୁ ସମ୍ମାନିତ କରାଯାଇଥିଲା । ଏଥିରେ ଏନଏସି ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ