ଏନ୍‌କାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,(ୱାଇଏନ୍‌ଏସ୍‌): ଆଜି ଜମ୍ମ ଓ କଶ୍ମୀରର ଶୋପିଆଁ ଅନ୍ତର୍ଗତ ରାଓ୍ଵଲପୋରା ଅଞ୍ଚଳରେ ନିରାପତ୍ତା ବଳଙ୍କ ସହ ଗୁଳିବିନିମୟ କରି ଜଣେ ଆତଙ୍କବାଦୀ ନିହତ ହୋଇଥିବା କଥା ପୁଲିସ କହିଛି।ଏ ସଂକ୍ରାନ୍ତରେ କଶ୍ମୀର ଜୋନ୍‌ ପୁଲିସ ଟୁଇଟ୍‌ କରି ଲେଖିଛି, ଶୋପିଆଁ ଏନ୍‌କାଉଣ୍ଟର୍‌ରେ ଜଣେ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛି। ଅଭିଯାନ ଚାଲୁ ରହିଛି। ଶନିବାର ଦିନ ରାଓ୍ଵଲପୋରା ଅଞ୍ଚଳରେ ନିରାପତ୍ତା ବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଆରମ୍ଭ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ