ଓଁମଶାନ୍ତି ପକ୍ଷରୁ ରକ୍ଷା ବନ୍ଧନ ଉତ୍ସବ ପାଳିତ

ବ୍ର୍ରହ୍ମପୁର,(ଯୁଗାବ୍ଦ ନ୍ୟୁଜ): ଗଞ୍ଜାମ ଜିଲ୍ଲା ପୋଲସରା ଠାରେ ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଓଁମଶାନ୍ତି ପକ୍ଷରୁ ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପୋଲସରା ଥାନା ଅଧିକାରୀ, ଏବଂ ବହୁ ମାନ୍ୟଗଣ ବ୍ୟକ୍ତି ଓ ସମସ୍ତ ଓଁମଶାନ୍ତି ଭାଇ ଭଉଣୀ ମାନେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ