ଓଡ଼ିଶାର କେନ୍ଦୁଝରରେ ରେଳଚକ ତିଆରି କାରଖାନା ପ୍ରତିଷ୍ଠା କରିବାକୁ ଇଣ୍ଡିଆନ ସିଟିଜେନସ୍ ପାର୍ଟିର ଦାବି

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ଏକ ରେଳଚକ ତିଆରି କାରଖାନା ପ୍ରତିଷ୍ଠା କରିବାକୁ ଇଣ୍ଡିଆନ ସିଟିଜେନସ୍ ପାର୍ଟିର ସଭାପତି ରମେଶ ଚନ୍ଦ୍ର ରାଉତ ଏକ ପ୍ରେସ୍ ବିବୃତ୍ତିରେ ଦାବି କରିଛନ୍ତି । ଏହା ଓଡ଼ିଶାର ଅର୍ଥନୀତିକୁ ସୁଦୃଢ କରିବା ସହିତ ବେରୋଜଗାରୀ ଯୁବକ ଯୁବତୀମାନଙ୍କୁ ପର୍ଯ୍ୟାପ୍ତ ନିଯୁକ୍ତି ଦେବା ସହିତ ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ଶ୍ରୀ ରାଉତ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ