ଓଡିଶା ଗସ୍ତ ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର , (‌ୱାଇଏନ୍‌ଏସ୍‌):  ଆସନ୍ତା ମାର୍ଚ୍ଚ ୨୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଓଡ଼ିଶା ଗସ୍ତ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଦିନ ରାଷ୍ଟ୍ରପତିଙ୍କୁ ସହ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ସାକ୍ଷାତ ସମୟରେ ରାଷ୍ଟ୍ରପତିଙ୍କୁ ହାତବୁଣା ପାରମ୍ପରିକ ‘ଗାମୁଛା’ ଭେଟି ଦେଇଛନ୍ତି । ଅନୁଗୁଳ ଆଠମଲ୍ଲିକର ଜଣେ ଦଳିତ କାରିଗରଙ୍କ ଦ୍ୱାରା ଏହି ଗାମୁଛା ତିଆରି ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ