କଂଗ୍ରେସ ତରଫରୁ ପ୍ରତିବାଦ ଏବଂ ବିକ୍ଷୋଭ ପ୍ରଦର୍ଶନ 

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) :-କନ୍ଧମାଳ ଜିଲ୍ଲା  କଂଗ୍ରେସ ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ଇଡି ସମନ ନେଇ ବିଜେପି ଏବଂ ଇଡି ବିରୁଦ୍ଧରେ ଜୋରଯାର ପ୍ରତିବାଦ ଏବଂ ବିକ୍ଷୋଭ କରାଯାଇଛି । ଏଥିରେ ଜିଲ୍ଲା କଂଗ୍ରେସ ସଭାପତି ଅନାମ ନାୟକ, ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢ଼ୀ, ଛାତ୍ର କଂଗ୍ରେସ ସଭାପତି ଅନୁପମ କହଁର, ,ସୋସିଆଲ ମିଡିଆ ଚେୟାରମ୍ୟାନ୍‍ ନନ୍ଦ କିଶୋର ଦାଶ, ହେମନ୍ତ କର, ସୂର୍ଯ୍ୟକାନ୍ତ ଦାଶ, ମହିଳା କଂଗ୍ରେସ ସଭାପତି ରୁଦା ମଲ୍ଲିକ, ନଗର ସଭାପତି ଶିବ ଶଙ୍କର ବେହେରା, ଆଇଏନଟିୟୁସି ସଭାପତି ଘନ କୁମାର ଶବର, ଅମୀର ଚାନ୍ଦ ନାୟକ, ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ପୂର୍ବତନ ବିଧାୟିକା ଅଜୟନ୍ତୀ ପ୍ରଧାନ, ବଳଦେବ ବେହରା, ଗୌର ଚରଣ ବେହେରା ବିଳାସିନୀ ନାୟକ, ସନ୍ତୋଷ କୁମାର ପଟ୍ଟନାୟକ, ପ୍ରଫୁଲ୍ଲ କୁମାର ଦାଶ, ନୃସିଂହ ଶତପଥୀ ପ୍ରମୁଖ ଉପସ୍ଥିତ ରହି ବିଜେପି ସରକାର ବିରୁଦ୍ଧରେ ବର୍ଷିଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ