କଟିଣା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ବନ୍ତ, (ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକ ବସନ୍ତିଆ ପଞ୍ଚାୟତ କଟିଣା ଗ୍ରାମରେ ଗତ ଦୁଇ ଦିନ ତଳେ ଜଣେ ପୋଲିସ କର୍ମଚାରୀ କରୋନା ପଜେଟିଭ୍ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସଂପୃକ୍ତ ଗ୍ରାମକୁ ବୁଧବାର ଠାରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଗ୍ରାମର ବିଭିନ୍ନ ପ୍ରବେଶ ପଥକୁ ସିଲ୍ କରାଯିବା ସହ ପୋଲିସ ପେଟ୍ରୋଲିଂ କରୁଛି । ଅତ୍ୟାବଶ୍ୟକ କାର୍ଯ୍ୟକୁ ଛାଡି ଦେଲେ ଅନ୍ୟ କାର୍ଯ୍ୟରେ ଲୋକ ମାନେ ବାହାରକୁ ବାହାରୁ ନାହାନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ