କରୋନା ନେଲା ଓଡ଼ିଶାର ପ୍ରଥମ ମୁଣ୍ଡ

ଭୁବନେଶ୍ବର : ଭୁବନେଶ୍ବର ଅଞ୍ଚଳର ଜଣେ ୭୨ ବର୍ଷୀୟ ବ୍ୟକ୍ତିଙ୍କ କରୋନା ଯୋଗୁଁ ମୃତ୍ୟୁ ଘଟିଛି। ରାଜ୍ୟର ପ୍ରଥମ କରୋନା ମୃତ୍ୟୁ ଭାବେ ରୋଗୀ ଭାବେ ଏହି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ରାଜ୍ୟର ଚତୁର୍ଥ କରୋନା ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଝାରପଡା ଅଞ୍ଚଳର ଏହି ବ୍ୟକ୍ତି ଜଣକ ଚତୁର୍ଥ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିଲେ। ଏପ୍ରିଲ୍‌ ୪ରେ ଏହି ବ୍ୟକ୍ତି ଜଣକ ଏମ୍ସରେ ଭର୍ତ୍ତି ହୋଇଥିଲେ। ଗତକାଲି ରାତ୍ରିରେ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ସମ୍ପୃକ୍ତ ବ୍ୟକ୍ତିଙ୍କର କ୍ରୋନିକ ହାଇପରଟେନସନ୍‌ ଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ