କରୋନାରେ ବିଶ୍ୱରେ ଭାରତ ଚତୁର୍ଥ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୫୩୫ରେ ପହଁଚିଛି । ସେମାନଙ୍କ ମଧ୍ୟରୁ ୧୪୭୧୯୪ ଜଣ ସୁସ୍ଥ ହୋଇଥିବାବେଳେ ୮୪୯୮ ଜଣ ମୃତ୍ୟୁବରଣ କରିଛନ୍ତି । ଅପରପକ୍ଷରେ ୧ ଲକ୍ଷ ୪୭୧୯୪ଜଣ ବିଭିନ୍ନ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ପ୍ରଦାନ କରାଯାଇଛି । ସମ୍ପ୍ରତି ବିଶ୍ୱରେ ଭାରତ କରୋନା ଆକ୍ରାନ୍ତ ତାଲିକାରେ ଚତୁର୍ଥ ସ୍ଥାନ ହାସଲ କରିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ