କରୋନାରେ ସିପାହୀ ମୃତ

ଭୁବନେଶ୍ୱର: ଜଣେ କୋଭିଡ ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ସପ୍ତମ ବାଟାଲିୟନର ଜଣେ ସିପାହୀଙ୍କ ମୃତ୍ୟୁ ହୋଇଛି । ଶନିବାର ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଶନିବାର ବିଳମ୍ବିତ ରାତିରେ ସମ୍ପୃକ୍ତ ସିପାହୀଙ୍କ ମୃତ୍ୟୁ ଘଟିଥିଲା । ମୃତ୍ୟୁ ପରେ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି । ରିପୋର୍ଟ ପଜିଟିଭ ଆସିଥିବା କମିଶନରେଟ ପୁଲିସ ସୂତ୍ରରୁ ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ