କଲାମଙ୍କ ବାୟୋପିକର ପ୍ରଥମ ପୋଷ୍ଟର ରିଲିଜ୍‌

ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମଙ୍କ ବାୟୋପିକର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ ଦ୍ୱାରା ରବିବାର ଫାଷ୍ଟ ଲୁକ୍‌ର ପୋଷ୍ଟର ରିଲିଜ୍‌ କରାଯାଇଛି। କଲାମଙ୍କ ଜୀବନୀକୁ ନେଇ ନିର୍ମାଣ କରାଯାଇଥିବା ଏହି ଫିଲ୍ମରେ ଜଣେ ଉତ୍ସର୍ଗୀକୃତ ବ୍ୟକ୍ତି କିପରି ଶୀର୍ଷରେ ପହଞ୍ଚିପାରେ ତାହାକୁ ସ୍ଥାନିତ କରାଯାଇଛି। ଗଜଦିଶ ଦାନେତି, ସୁଭର୍ଣ୍ଣା ପପୁ ଓ ଜନ୍‌ ମାର୍ଟିନଙ୍କ ଦ୍ୱାରା ପ୍ରଯୋଜିତ ଏହି ଫିଲ୍ମ ଚଳିତ ବର୍ଷ ଶେଷ ସୁଦ୍ଧା ପରଦାକୁ ଆସିବ ବୋଲି କୁହାଯାଉଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ