କଲେଜ କଲୋନୀ ପ୍ରାକଟିସିଂ ସ୍କୁଲ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା କଲେଜ କଲୋନୀ ପ୍ରାକଟିସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲର ପ୍ରଧାନଶିକ୍ଷୟତ୍ରୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ସ୍କୁଲର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ