କଳିଙ୍ଗା ଘାଟି ରେ ପିକନିକ ବସ ଦୁର୍ଘଟଣା ୨୦ରୁ ଉର୍ଦ୍ଧ ଯାତ୍ରୀ ଆହତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିର ଅନ୍ଧାରିକୋଟ ବୁଲାଣିରେ ଗୁରୁବାର ରାତି ଆଠଟା ରେ ଏକ ପିକନିକ ବସ ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ଏଥିରେ ବସିଥିବା କୋଡିଏ ରୁ ଉର୍ଦ୍ଧ ଯାତ୍ରୀ ଆହାତ ହୋଇଥିବା ଜଣାପଡିଛି l ଖବର ପାଇ ଘଟଣା ସ୍ଥଳରେ ଜି.ଉଦୟଗିରି ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଂଚି ସଙ୍ଗେ ସଙ୍ଗେ ଆହାତ ଯାତ୍ରୀ ମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜି. ଉଦୟଗିରି ଡାକ୍ତର ଖାନା ରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିବା ଜଣାପଡିଛି l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ