କେନାଲରେ ବୁଡି ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ବିଧାୟକଙ୍କ ସହାୟତା

ବୁଗୁଡା, (ଅନିଲ କୁମାର ମହାରଣା):ଗତ କାଲି ବୁଗୁଡା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ନୂଆଗାଁର ଭମା ନାୟକ ବାଘୁଆ କେନାଲରେ ବୁଡି ପ୍ରାଣ ହରାଇଥିଲେ। ଖବର ପାଇ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ରାମଚନ୍ଦ୍ରପୁରରେ ପହଞ୍ଚି ମୃତକ ପରିବାର ଲୋକବକୁ ଭେଟି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବରେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଏଥିସହ ସରକାରୀ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ