କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଅମ୍ରିତ ଋତୁରାଜଙ୍କୁ ନିଯୁକ୍ତି

କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ ): କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଅମ୍ରିତ ଋତୁରାଜଙ୍କୁ ରାଜ୍ୟ ସରକାର ନିଯୁକ୍ତି ପ୍ରଦାନ କରିଥିବା ଜଣାପଡିଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ପୁରୀ ଜିଲ୍ଲାର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ୨୦୧୫ ବ୍ୟାଚର ଭାରତୀୟ ପ୍ରଶାସନିକ ଅଧିକାରୀ ଶ୍ରୀ ଋତୁରାଜ ରାୟଗଡା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଭାବେ କାର୍ଯ୍ୟ ନିର୍ବାହ କରୁଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ